ଜମିଜମା ବିବାଦରୁ ବୋମାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 1, 2020

ଜମିଜମା ବିବାଦରୁ ବୋମାମାଡ଼

ପୁରୀ (ଓଡ଼ିଶା ରିପୋର୍ଟର): ଜମିଜମା ବିବାଦକୁ ନେଇ ପୁରୀ ସଦର ଥାନା ଷଣ୍ଢପୁର ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଗୋଟିଏ ପରିବାରର ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି ।

ଚିକିତ୍ସା ନିମନ୍ତେ ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ପୀଡ଼ିତଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2suNSQ3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages