ବଜ୍ରକାପ୍ତା ଚୋରା ଚାଲାଣ; ଆଉ ଜଣେ ମାଷ୍ଟରମାଇଣ୍ଡ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 29, 2020

ବଜ୍ରକାପ୍ତା ଚୋରା ଚାଲାଣ; ଆଉ ଜଣେ ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଆଉ ଜଣେ ମାଷ୍ଟରମାଇଣ୍ଡ ଗିରଫ । ଭୁବନେଶ୍ୱର ଗଙ୍ଗନଗର ଅଞ୍ଚଳର ଦଲାଲ ନୀଳକଣ୍ଠ ନାଏକକୁ ଗିରଫ କରିଛି ବନ ବିଭାଗ। ବଜ୍ରକାପ୍ତା ଚାଲାଣ ସହ ବଡବଡିଆମାନଙ୍କ ସହାୟତାରେ ଏହି ରାକେଟ ଚଳାଇଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି ।

ନୀଳକଣ୍ଠ ସହ ତାର ଅନ୍ୟ ସହଯୋଗୀମାନଙ୍କୁ ରିମାଣ୍ଡରେ ଆଣି ଏକାଠି ଜେରା କରିବାକୁ ବନ ବିଭାଗ ପକ୍ଷରୁ ଯୋଜନା ହେଉଛି। ନୀଳକଣ୍ଠର ରାକେଟ୍ ଆଠଗଡରୁ ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଅଞ୍ଚଳରେ ବ୍ୟାପିଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ବଜ୍ରକାପ୍ତା ଚାଲାଣ ଅଭିଯୋଗରେ ୨୦ଜଣଙ୍କୁ ଗିରଫ କରାଯାଇଥିବା ଆଠଗଡ ଡିଏଫଓ ସସ୍ମିତା ଲେଙ୍କା ସୂଚନା ଦେଇଛନ୍ତି ।



from Odisha Reporter https://ift.tt/38UgmBZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages