୧୦ ଜାନୁଆରୀ,ଶୁକ୍ରବାର: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

୧୦ ଜାନୁଆରୀ,ଶୁକ୍ରବାର: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ:  ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:  ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମନ ଖୁସି ରହିବ।

ଧନୁ: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତିର ଯୋଗ ରହିଛି।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।



from Odisha Reporter https://ift.tt/2QEvDAL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages