ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ; ପତାକା ଉତ୍ତୋଳନ କଲେ ରାଜ୍ୟପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 25, 2020

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ; ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସାରା ଦେଶରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଛି। ଏଥିରେ ରାଜ୍ୟପାଳ ଗଣେଣୀ ଲାଲ୍‌ ପତାକା ଉତ୍ତୋଳନ କରିଥିଲେ। ଏଥିସହ ସେ ମିଳିତ ପରେଡ୍‌ରେ  ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡ୍‌ ଉତ୍ସବରେ ୪୮ଟି ଟିମ୍‌ ଅଂଶ ଗ୍ରହଣ କରିଥିଲେ। ସେହିପରି ଏଥିରେ ୧୨ଟି ପ୍ରଜ୍ଞାପନ ମେଢ଼ ମଧ୍ୟ ଭାଗ ନେଇଥିଲେ।

ଏଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ବିଶେଷ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବ ବର୍ଷ ଗୁଡ଼ିକରେ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରୁଥିଲେ।



from Odisha Reporter https://ift.tt/2NXyEKA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages