ଆଜି ବି ଘନ କୁହୁଡ଼ି; ପ୍ରଭାବିତ ହେଲା ଜୀବନଯାତ୍ରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 15, 2020

ଆଜି ବି ଘନ କୁହୁଡ଼ି; ପ୍ରଭାବିତ ହେଲା ଜୀବନଯାତ୍ରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ଆଜି ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ବ୍ରହ୍ମପୁର ଓ ବାଲେଶ୍ୱରରେ ପ୍ରବଳ କୁହୁଡ଼ି ହୋଇଛି। କୁହୁଡ଼ିର ପରିମାଣ ଏତେ ଅଧିକ ରହିଛି ଯେ ଏହାଦ୍ୱାରା ଗାଡ଼ି ଚଳାଚଳ ବିଶେଷ ଭାବେ ପ୍ରଭାବିତ ହୋଇଛି।

ଶ୍ରୀକ୍ଷେତ୍ରରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ଜୀବନଯାତ୍ରା ପ୍ରଭାବିତ ହେବା ସହ ଶ୍ରଦ୍ଧାଳୁ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଘନ କୁହୁଡିର ଆସ୍ତରଣ ଭିତରେ ଶ୍ରୀମନ୍ଦିର ସମ୍ପୂର୍ଣ୍ଣ  ଲୁଚି ଯାଇଥିବା ବେଳେ ନୀଳଚକ୍ର ଦର୍ଶନରୁ ବଞ୍ଚିତ ହୋଇଛନ୍ତି ହଜାର ହଜାର ଭକ୍ତ।



from Odisha Reporter https://ift.tt/36YaHuj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages