ଓଡ଼ିଶାର ଅଂଶୁମାନ IES ଟପ୍ପର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 10, 2020

ଓଡ଼ିଶାର ଅଂଶୁମାନ IES ଟପ୍ପର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍‌ ସର୍ଭିସ୍‌ (ଆଇଇଏସ୍‌) ଟପ୍ପର। ଆଇଇଏସ୍‌ ୨୦୧୯ ପରୀକ୍ଷାରେ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି।

ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ।

ଅଂଶୁମାନ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ଡିଏଭିରେ ପାଠପଢ଼ା ଶେଷ କରିବା ପରେ ଦିଲ୍ଲୀର ଷ୍ଟିଫେନ୍ କଲେଜ୍‌ରୁ ଇକୋନୋମିକ୍ସରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ସେ ଦିଲ୍ଲୀ ସ୍କୁଲ୍ ଅଫ୍ ଇକୋନୋମିକ୍ସରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଜେଏନ୍‌ୟୁରେ ଏମ୍‌ଫିଲ୍‌ କରିଥିଲେ।



from Odisha Reporter https://ift.tt/35OgGRa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages