୨ ଫେବ୍ରୁଆରୀ, ରବିବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 1, 2020

୨ ଫେବ୍ରୁଆରୀ, ରବିବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ନୂତନ ବସ୍ତ୍ର କିଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ:  ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ:  ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ସିଂହ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଭାଗ୍ୟ ବୃଦ୍ଧି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି।

ତୁଳା: ଖର୍ଚ୍ଚ ବଢ଼ିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ।

ବିଚ୍ଛା:  ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ଧନୁ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ମନ ଖୁସି ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମୀନ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter https://ift.tt/3b5Qbdt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages