ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ୨୮ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା CAA ସପକ୍ଷ ଜନସଭାରେ ଯୋଗଦେବେ। ୨୯ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ। ସେହିଦିଦ ଶ୍ରୀକ୍ଷେତ୍ର ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।
ଏନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।
from Odisha Reporter https://ift.tt/2uQdJ5R
No comments:
Post a Comment