ପୁଲିସ୍‌ ଇନଫର୍ମର ସନ୍ଦେହରେ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 5, 2020

ପୁଲିସ୍‌ ଇନଫର୍ମର ସନ୍ଦେହରେ ହତ୍ୟା

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ  ଦେଖିବାକୁ ମିଳିଛି । ଜିଲ୍ଲାର ବଦଲି ଗାଁରେ ପୁଲିସ୍‌ ଇନଫର୍ମର ସନ୍ଦେହରେ ଜଣକୁ ଧାରୁଆ ଅସ୍ତ୍ରରେ ଗଳା କାଟି ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଧନୀରାମ କଶ୍ୟପ ।

ପୂର୍ବରୁ ମାଓବାଦୀ ଧନୀ ରାମକୁ ପୁଲିସ୍‌ ସହ ନ ମିଶିବା ପାଇଁ ଧମକ ଦେଇଥିଲେ । ଏହା ନ ମାନିବାରୁ ମାଓବାଦୀ ହତ୍ୟା କରିଥିବା ପୋଷ୍ଟରରେ ଉଲ୍ଲେଖ ରହିଛି । ଏହି ଘଟଣା ପରେ ପୁଲିସ୍‌ ପକ୍ଷରୁ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।



from Odisha Reporter https://ift.tt/2GZadJ0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages