ସୁରେଶ ବଶିଷ୍ଠ ହେଲେ କୃଷି ବିଭାଗର ସ୍ୱତନ୍ତ୍ର ସଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 20, 2020

ସୁରେଶ ବଶିଷ୍ଠ ହେଲେ କୃଷି ବିଭାଗର ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିବା ପରେ ୧୯୯୮ ବ୍ୟାଚ୍‌ର ଆଇଏଏସ୍ ଅଫିସର ସୁରେଶ କୁମାର ବଶିଷ୍ଠଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ଏହି ପଦରେ ପ୍ରମୋଦ କୁମାର ମେହେର୍ଦ୍ଦା ଅଛନ୍ତି। ଶ୍ରୀ ବଶିଷ୍ଠ ଯେଉଁଦିନ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ନେବେ ସେହିଦିନ ଶ୍ରୀ ମେହେର୍ଦ୍ଦା ଏହି ପଦବୀରୁ ଅବ୍ୟାହତି ନେବେ।

ସେହିପରି ୨୦୦୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍ ଗୁହା ପୁନମ୍ ତାପସ କୁମାରଙ୍କୁ ପଞ୍ଚାୟତ ରାଜଓ ପାନୀୟ ଜଳ ବିଭାଗର ଯୁଗ ସଚିବ ତଥା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଏବେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।



from Odisha Reporter https://ift.tt/32ijqG3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages