୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 7, 2020

୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୁଇ ଦିନ ହେବ ପାଗ କୋହଲା ରହିବା ସହ ବର୍ଷା ହେଉଛି। ଆଜି ମଧ୍ୟ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ୭ଟି ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର ଓ କେନ୍ଦୁଝର।

ସକାଳ ୯ଟା ୪୫ ଯାଏ ଏହି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/2UA5FAX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages