ଆଜି ଶ୍ରୀଜିଉଙ୍କୁ ୪ ଘଣ୍ଟା ଦର୍ଶନ କରିପାରିବେନି ଭକ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 11, 2020

ଆଜି ଶ୍ରୀଜିଉଙ୍କୁ ୪ ଘଣ୍ଟା ଦର୍ଶନ କରିପାରିବେନି ଭକ୍ତ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ। ସେଥିପାଇଁ ୪ ଘଣ୍ଟା ପାଇଁ ଶ୍ରୀଜିଉମାନଙ୍କ ଦର୍ଶନ ବନ୍ଦ ରହିବ।

ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ପ୍ରଣାଳିରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2waCVEF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages