୫ ପ୍ରସ୍ତାବକୁ କ୍ୟାବିନେଟ ମୋହର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 16, 2020

୫ ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିବା ବେଳେ ଏଥିରେ ୫ ପ୍ରସ୍ତାବକୁ କ୍ୟାବିନେଟ ମୋହର ମିଳିଛି। ବଜେଟ୍ ଅଧିବେଶନକୁ ଦୃଷ୍ଟିରେ ରଖି ଅନ୍ୟ କିଛି ଘୋଷଣା ମଧ୍ୟ ହୋଇପାରେ ବୋଲି ଆଲୋଚନା ଜୋର୍‌ ଧରିଛି।  ଆଜି ସକାଳ ୯ଟା ୪୫ ମିନିଟ୍‌ରୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।



from Odisha Reporter https://ift.tt/39GO2nm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages