ବ୍ରଜକିଶୋରଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 29, 2020

ବ୍ରଜକିଶୋରଙ୍କ ମୃତଦେହ ଉଦ୍ଧାର

ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ପେଡ଼ାଗଡ଼ି ଗାଁର ଆମ୍ୱତୋଟାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ବ୍ରଜକିଶୋର ବିନ୍ଧାଣୀ। ତାଙ୍କ ଘର ସେହି ପେଡ଼ାଗଡ଼ି ଗାଁରେ।

ଆଜି ସକାଳେ ଗାଁର ଆମ୍ୱତୋଟାର ଏକ ଗଛରେ ବ୍ରଜକିଶୋରଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ବ୍ରଜକିଶୋର ଆତ୍ମହତ୍ୟା କରିଥିବାର ସନ୍ଦେହ କରାଯାଉଥିବା ବେଳେ ଏହା ପଛର କାରଣ ସ୍ପଷ୍ଟ ହୋଇନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ୍ କହିଛି।



from Odisha Reporter https://ift.tt/38cvyd8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages