୨୩ ଫେବ୍ରୁଆରୀ, ରବିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 22, 2020

୨୩ ଫେବ୍ରୁଆରୀ, ରବିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ:  ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

 କନ୍ୟା:  ଋଣ ଦିଅନ୍ତୁ ନାହିଁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ବିବାହ ସ୍ଥିର ହୋଇପାରେ।

ତୁଳା:  ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।



from Odisha Reporter https://ift.tt/39VITrr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages