ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 24, 2020

ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୩ଟି ଜିଲ୍ଲାବାସୀଙ୍କୁ ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ ଓ ନୟାଗଡ଼। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।



from Odisha Reporter https://ift.tt/3c1XmUG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages