କାସୁନ୍ଦି ଚିଙ୍ଗୁଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 2, 2020

କାସୁନ୍ଦି ଚିଙ୍ଗୁଡ଼ି

ଆବଶ୍ୟକ ସାମଗ୍ରୀ: ଚିଙ୍ଗୁଡ଼ି, ଲୁଣ, ହଳଦୀ, ଭୁର୍ସୁଙ୍ଗ ପତ୍ର, କଟା କଞ୍ଚା ଲଙ୍କା, କଟା ରସୁଣ, କାସୁନ୍ଦି ସୋରିଷ ସସ୍ ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିର ଖୋଳପା ଛଡ଼େଇ ତାକୁ ଭଲ ଭାବେ ଧୋଇ ସେଥିରେ ଲୁଣ ଓ ହଳଦୀ ଗୋଳାଇ ରଖି ଦିଅନ୍ତୁ। ଏବେ ଏକ କଡ଼େଇରେ  ତେଲ ଗରମ କରି ଚିଙ୍ଗୁଡ଼ିକୁ ହାଲ୍‌କା ଭାଜି ଦିଅନ୍ତୁ।

ତା’ପରେ ଅନ୍ୟ ଏକ ପାତ୍ରରେ ତେଲ ଗରମ କରି ଭୁର୍ସୁଙ୍ଗ ପତ୍ର, କଟା କଞ୍ଚା ଲଙ୍କା, କଟା ରସୁଣ, ଲୁଣ ଓ ଭଜା ଚିଙ୍ଗୁଡ଼ି ପକାଇ ଭଲଭାବେ ଭାଜନ୍ତୁ। ଶେଷରେ ଏଥିରେ କାସୁନ୍ଦି ସୋରିଷ ସସ୍‌ ପକାଇ ଗୋଳାଇଦିଅନ୍ତୁ। କିଛି ସମୟ ପରେ ପ୍ରସ୍ତୁତ ହୋଇଯିବ କାସୁନ୍ଦି ଚିଙ୍ଗୁଡ଼ି। ଏହାକୁ ଆପଣ ରୁଟି କିମ୍ବା ଭାତ ସହ ଖାଇପାରିବେ।



from Odisha Reporter https://ift.tt/2v1rw9m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages