ସିଟି ହସ୍ପିଟାଲ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 28, 2020

ସିଟି ହସ୍ପିଟାଲ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ

କଟକ(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ନିର୍ଦ୍ଦେଶରେ କଟକ ସିଟି ହସ୍ପିଟାଲ ସମ୍ମୁଖରୁ ଆଜି ଜବରଦଖଲ ଉଚ୍ଛେଦ ହେଉଛି। ଏଠାରେ ଥିବା ଦୋକାନ ଘରଗୁଡ଼ିକୁ ଭାଙ୍ଗୁଛି ସିଏମ୍‌ସିର ଏନ୍‌ଫୋର୍ସମେଣ୍ଟ ସ୍କ୍ୱାର୍ଡ।  ଆଇନ ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୁଲିସ୍‌ ମୁତୟନ କରାଯାଇଛି ।

ସିଟି ହସ୍ପିଟାଲ ଆଗରେ ବହୁ ଦୋକାନ ଘର ଥିଲା । ବହୁ ଜାଗା ଜବରଦଖଲ ହୋଇଥିବାରୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେଣୁ ଏହି ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦେଶ ଦେଇଥିଲେ। କିନ୍ତୁ ଉଚ୍ଛେଦ କରାଯାଉଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେମାନେ ଏବେ ବାସହରା ହୋଇଗଲେ, କେଉଁଠି ରହିବେ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି।



from Odisha Reporter https://ift.tt/2HZtDOx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages