ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ; ବନ୍ଧା ହେଲେ ଏସ୍‌ଓଜି ଯବାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 15, 2020

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ; ବନ୍ଧା ହେଲେ ଏସ୍‌ଓଜି ଯବାନ

ଫୁଲବାଣୀ(ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳର ଜଣେ ଯୁବତୀକୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଅଭିଯୋଗରେ ଜଣେ ଏସ୍‌ଓଜି ଯବାନଙ୍କୁ ପୁଲିସ୍ ଗିରଫ କରିଛି। ତାଙ୍କ ନାଁ ଦେବରାଜ କର୍ଣ୍ଣ। ପୁଲିସ୍ ଦେବରାଜଙ୍କୁ ସମ୍ୱଲପୁର ଅଞ୍ଚଳରୁ ଗିରଫ କରିଛି।

ପୀଡ଼ିତା ଫେବ୍ରୁଆରୀ ୩ ତାରିଖରେ କନ୍ଧମାଳ ଏସ୍‌ପିଙ୍କୁ ସାକ୍ଷାତ କରି ଘଟଣା ସମ୍ପର୍କରେ କହିଥିଲେ। ଏହାପରେ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ସେହି ଦିନ ଠାରୁ ଅଭିଯୁକ୍ତ ଦେବରାଜ ଫେରାର ହୋଇଯାଇଥିଲା। ଗତକାଲି ପୁଲିସ୍‌ ତାଙ୍କୁ ଗିରଫ କରିଛି।



from Odisha Reporter https://ift.tt/31ZnevZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages