୧ ମାର୍ଚ୍ଚ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 29, 2020

୧ ମାର୍ଚ୍ଚ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ:  ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିତାଙ୍କ ସହଯୋଗ ମିଳିବ।

ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଚ୍ଛା: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ମନ ଖୁସି ରହିବ।

ଧନୁ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।



from Odisha Reporter https://ift.tt/32I7623

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages