୭ ଫେବ୍ରୁଆରୀ, ଶୁକ୍ରବାର : ମନରେ ଏକାଗ୍ରତା ରହିବ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 6, 2020

୭ ଫେବ୍ରୁଆରୀ, ଶୁକ୍ରବାର : ମନରେ ଏକାଗ୍ରତା ରହିବ ନାହିଁ

ମେଷ:  ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଋଣ ଦିଅନ୍ତୁ ନାହିଁ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ–ସମ୍ମାନ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ–ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ମାନ–ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ସିଂହ: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରହିବ।

ତୁଳା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଉପହାର ମିଳିବ।

ମୀନ: ଦିନଟି ଭଲରେ କଟିବ। ବାପାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। 



from Odisha Reporter https://ift.tt/3bkNFjF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages