୯ ଫେବ୍ରୁଆରୀ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 8, 2020

୯ ଫେବ୍ରୁଆରୀ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଭାଗ୍ୟ ବୃଦ୍ଧି ହେବ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ।

କର୍କଟ: ମନ ଖୁସି ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କାହାକୁ ଧାରଉଧାର ଦିଅନ୍ତୁ ନାହିଁ।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ମାନ-ସମ୍ମାନ ବଢ଼ିବ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

ବିଚ୍ଛା:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ଘରକୁ ଅତିଥି ଆସି ପାରନ୍ତି।

ଧନୁ: ଦିନଟି ଖୁସିରେ କଟିବ। ପିତାମାତାଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂଆ ଗାଡ଼ି କିଣିପାରନ୍ତି।

କୁମ୍ଭ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।



from Odisha Reporter https://ift.tt/2UDJObU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages