୫ଟି ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 23, 2020

୫ଟି ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ଆଜି ପାଗରେ ପରିବର୍ତ୍ତନ ଆସିଛି। ଆଜି ସକାଳେ ପାଗ କୋହଲା ରହିଛି। ତେବେ ଆଜି ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ଦିନ ୧୨ଟା ଯାଏ ସତର୍କ ରହିବାକୁ ଅଞ୍ଚଳବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼।



from Odisha Reporter https://ift.tt/38SXbsZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages