ମୋ ସରକାରରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 11, 2020

ମୋ ସରକାରରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୋ ସରକାରରେ ସାମିଲ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଭାଗକୁ ମୋ’ ସରକାରରେ ଅନ୍ତର୍ଭୁକ୍ତ କରାଯାଇଛି।
ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ ବୃତ୍ତିଗତ ସେବାରେ ପରିବର୍ତ୍ତନ ଆଣିବା ପାଇଁ 5T ବେଶ୍ ସହାୟକ ହେବ। ଏନେଇ ବିଭିନ୍ନ ସ୍ତରରେ ହେଲ୍ପ ଡେସ୍କ ଖୋଲାଯାଇଛି। ଏହାସହ ଲୋକଙ୍କଠାରୁ ସେବାର ଗୁଣବତ୍ତା ସମ୍ପର୍କରେ ମତାମତ ସଂଗ୍ରହ କରାଯାଉଛି।

ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଫାଇଭ୍ ଟି ସଚିବ, ଉନ୍ନୟନ କମିଶନର ଓ ବିଭାଗୀୟ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।



from Odisha Reporter https://ift.tt/39rs5ID

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages