ଏସ୍‌ସିବିରେ ସ୍ୱାଇନ୍ ଫ୍ଲୁ ରୋଗୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 5, 2020

ଏସ୍‌ସିବିରେ ସ୍ୱାଇନ୍ ଫ୍ଲୁ ରୋଗୀ

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼  ଡାକ୍ତରଖାନାରେ ଚଳିତ ବର୍ଷର ପ୍ରଥମ ସ୍ୱାଇନ୍ ଫ୍ଲୁ ରୋଗୀ ଚିହ୍ନଟ  ହୋଇଛନ୍ତି। ରୋଗୀ ଜଣଙ୍କ ଢେଙ୍କାନାଳ ଜିଲ୍ଲାର ବୋଲି ଜଣାପଡିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

କିଛି ଦିନ ତଳେ ସ୍ୱାଇନ ଫ୍ଳୁ ସନ୍ଦେହରେ ତିନି ଜଣଙ୍କୁ କଟକ ଏସସିବିର ସ୍ୱତନ୍ତ୍ର  ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଏହାସହ ସେମାନଙ୍କର ରକ୍ତ ନମୁନା ଭୁବନେଶ୍ୱର RMRCକୁ ପଠାଯାଇଥିଲା। ତିନି ଜଣଙ୍କ ମଧ୍ୟରୁ ଜଣଙ୍କ ନମୁନା ପଜିଟିଭ୍ ଆସିଥିବା ବେଳେ ଆଉ ଦୁଇଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।



from Odisha Reporter https://ift.tt/2UsTvJT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages