ଡ୍ୟୁଟି ସାରି ଫେରୁଥିଲେ ଘରକୁ, ପିଟିଦେଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 6, 2020

ଡ୍ୟୁଟି ସାରି ଫେରୁଥିଲେ ଘରକୁ, ପିଟିଦେଲା ଟ୍ରକ୍‌

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ମହିତଳା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ବେଣାଗାଡ଼ିଆ ଗାଁର ଆଲୋକ କୁମାର ସିଂ (୨୩) ।

ଆଲୋକ JSPLରୁ ଡ୍ୟୁଟି ସାରି ବିଳମ୍ବିତ ରାତିରେ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା।  ଖବର ପାଇ ମୃତକଙ୍କ ପରିବାର ଓ ସମ୍ପର୍କୀୟ କ୍ଷତିପୂରଣ ଦାବିରେ ମହିତଳା ନିକଟରେ ରାସ୍ତାରୋକ କରିଛନ୍ତି। ଫଳରେ ଅନୁଗୋଳ-ଛେଣ୍ଡିପଦା ରାଜ୍ୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ପୁଲିସ୍‌ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛି । ଏଥିଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି। 

 



from Odisha Reporter https://ift.tt/2H2oAfO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages