୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 2, 2020

୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଘନ କୁହୁଡ଼ି ନେଇ ତିନୋଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।”



from Odisha Reporter https://ift.tt/31ido7Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages