କାନ୍ଥରେ ମୁଣ୍ଡ ପିଟି ମରିବାକୁ ଉଦ୍ୟମ କଲା ନିର୍ଭୟା ଦୋଷୀ ବିନୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 19, 2020

କାନ୍ଥରେ ମୁଣ୍ଡ ପିଟି ମରିବାକୁ ଉଦ୍ୟମ କଲା ନିର୍ଭୟା ଦୋଷୀ ବିନୟ

ନୂଆଦିଲ୍ଲୀ: ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାର ଆତ୍ମହତ୍ୟା ଉଦ୍ୟମ। ବିନୟ ଶର୍ମା ତିହାର ଜେଲରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ଦେଇଛନ୍ତି ଜେଲ କର୍ତ୍ତୃପକ୍ଷ । ଗତ ୧୬ ତାରିଖ ଦିନ ବିନୟ ନିଜ ସେଲରେ କାନ୍ଥରେ ମୁଣ୍ଡ ପିଟି ଆତ୍ମହତ୍ୟା ଉଦ୍ୟମ ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ଯୋଗାଯାଇଛି । ସେ ସାମାନ୍ୟ ଭାବେ ଆହତ ହୋଇଥିବା ଜଣାପଡ଼ିଛି।

ଆସନ୍ତା ୩ ତାରିଖରେ ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶି ଦେବା ନେଇ ଦିଲ୍ଲୀ ପଟିଆଲା କୋର୍ଟ ତୃତୀୟ ଥର ଡେଥ୍ ୱାରେଣ୍ଟ ଜାରି କରିଛନ୍ତି। ସେପଟେ କଡ଼ା ସୁରକ୍ଷାବଳୟ ଓ ତୀକ୍ଷଣ ନଜର ଭିତରେ ବିନୟଙ୍କୁ ତିହାର ଜେଲରେ ରଖାଯାଇଛି । ଏହାପୂର୍ବରୁ  ବିଭିନ୍ନ ଆଇନଗତ ଦିଗକୁ ନେଇ ଫାଶି ତାରିଖକୁ ଘୁଞ୍ଚାଇବାରେ ସଫଳ ହୋଇଛନ୍ତି ନିର୍ଭୟା ମାମଲାରେ ୪ ଦୋଷୀ ।



from Odisha Reporter https://ift.tt/38KcGmX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages