ସମ୍ୱଲପୁର ଓ ବଲାଙ୍ଗିରରେ ଭାରତ ବନ୍ଦର ପ୍ରଭାବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 22, 2020

ସମ୍ୱଲପୁର ଓ ବଲାଙ୍ଗିରରେ ଭାରତ ବନ୍ଦର ପ୍ରଭାବ

ସମ୍ୱଲପୁର/ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଜାତିଭିତ୍ତିକ ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଭୀମ ଆର୍ମି  ପଷରୁ ଆଜି ଭାରତ ବନ୍ଦ ଡାକରା  ଦିଆଯାଇଛି। ଏହାର ପ୍ରଭାବ ସମ୍ବଲପୁର ସହରରେ ଦେଖିବାକୁ ମିଳିଛି।

ବିଭିନ୍ନ ଦାବି ସହ CAA, NRCକୁ ପ୍ରତ୍ୟାହାର ଦାବିରେ ସମ୍ବଲପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।  ସମ୍ବଲପୁର ଷ୍ଟେସନରେ ଭୀମ ଆର୍ମି କର୍ମକର୍ତ୍ତାମାନେ ଟ୍ରେନ୍ ଅଟକାଇଛନ୍ତି। ତେବେ ଏକ ଘଣ୍ଟା ବିଳମ୍ୱରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଛାଡ଼ିଛି।

ସେହିପରି  ବଲାଙ୍ଗିର ଜିଲ୍ଲାରେ ମଧ୍ୟ ଦଳିତ ସମାଜ, ଆମ୍ବେଦକର ପାର୍ଟି ଅଫ୍ ଇଣ୍ଡିଆ, ବିଏସ୍‌ପି ଭଳି ବିଭିନ୍ନ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏହି ସମସ୍ତ ସଙ୍ଗଠନ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ। ଜିଲ୍ଲା ବଣିକ ସଂଘ ଏହି ବନ୍ଦକୁ ସମର୍ଥନ କରିଛି।



from Odisha Reporter https://ift.tt/37N7i0V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages