କଟକରେ ଆଞ୍ଚଳିକ ଶିଳ୍ପ ଓ ବାଣିଜ୍ୟ ମେଳା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 9, 2020

କଟକରେ ଆଞ୍ଚଳିକ ଶିଳ୍ପ ଓ ବାଣିଜ୍ୟ ମେଳା ଆରମ୍ଭ

କଟକ (ଓଡ଼ିଶା ରିପୋର୍ଟର): କଟକର ଉପର ବାଲିଯାତ୍ରା ପଡ଼ିଆରେ ଆରମ୍ଭ ହୋଇଛି ଆଞ୍ଚଳିକ ଶିଳ୍ପ ଓ ବାଣିଜ୍ୟ ମେଳା। ଓଡିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏସନ୍ ପକ୍ଷରୁ ଗତକାଲି ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।

୫ ଦିନ ଧରି ଚାଲିବାକୁ ଥିବା ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ବିଭାଗର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଅନ୍ୟ ସମ୍ମାନିତ ଅତିଥି ଭାବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, କଟକ ବାରବାଟି ବିଧାୟକ ମହମ୍ମଦ ମୋକିମ୍ ,କଟକ ଚୌଦ୍ୱାର ବିଧାୟକ ଶୋଭିକ୍ ବିଶ୍ୱାଳ ଓ ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ସମେତ ମେଳା ଆୟୋଜନ କମିଟିର ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ମେଳାରେ ପ୍ରାୟ ୨୦୦ରୁ ଅଧିକ ଷ୍ଟଲ ଲାଗିଛି।



from Odisha Reporter https://ift.tt/2vf6vIB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages