ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢ଼ିଲା ମହଙ୍ଗା ଭତ୍ତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 13, 2020

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରାଯାଇଛି। ୨୦୨୦ ଜାନୁଆରୀ ୧ରୁ ପିଛିଲା ଭାବେ ଏହାକୁ  ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି।

ପୂର୍ବରୁ ବକେୟା ୧୦% ପ୍ରଦାନ ନେଇ ଘୋଷଣା କରିଥିଲେ ସରକାର। ହେଲେ ବକେୟା ଦରମାର ୧୦% ଓ ମହଙ୍ଗା ଭତ୍ତା ୫% ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିବା ପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଦେଖାଦେଇଛି।



from Odisha Reporter https://ift.tt/37oVOk3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages