ପୋଖରୀକୁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ଯୁବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 13, 2020

ପୋଖରୀକୁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ଯୁବତୀ

ବିନିକା(ଦିଲୀପ ପଣ୍ଡା) : ପୋଖରୀକୁ ଫୁଲ ତୋଳିବାକୁ ଯାଇଥିବାବେଳେ ଜଣେ ଯୁବତୀଙ୍କ ଗୋଡ଼ ଖସି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଏହି ଦୁଃଖଦ ଘଟଣା ଘଟିଛି। ମୃତ ଯୁବତୀ ହେଲେ ଚରଦା ଗାଁର ପ୍ରିୟଙ୍କା ଥନାପତି(୧୮)।

ଆଜି ସକାଳ ପ୍ରାୟ ୬ଟାରେ ପ୍ରିୟଙ୍କା ପୋଖରୀକୁ ଫୁଲ ତୋଳିବାକୁ ଯାଇଥିଲେ। ଏହି ସମୟରେ କୌଣସି କାରଣବଶତଃ  ଗୋଡ଼ ଖସି ଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ମିଳି  ମିଳି ନ ଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ପ୍ରିୟଙ୍କାଙ୍କ ମୃତଦେହ ଉଦ୍ଧାର କରିଥିଲେ।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।



from Odisha Reporter https://ift.tt/37rMiNd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages