ଓଢ଼ଣୀରେ ଝୁଲି ପଡ଼ିଲେ ଯୁବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 14, 2020

ଓଢ଼ଣୀରେ ଝୁଲି ପଡ଼ିଲେ ଯୁବତୀ

ଭଦ୍ରକ(ପାର୍ଥ ସାରଥୀ ନାୟକ): ବେକରେ ଓଢ଼ଣୀ ଲଗାଇ ଝୁଲି ପଡ଼ିଲେ ଯୁବତୀ। ଏଭଳି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଆଚାର୍ଯ୍ୟନଗରରେ। ମୃତ ଯୁବତୀ ଜଣଙ୍କ ହେଲେ ମୋନାଲିସା ସେଠୀ।

ମିଳିଥିବା ସୂଚନା ଅନୁଯାୟୀ, ମୋନାଲିସା ନିଜ ସମ୍ପର୍କୀୟ ଭାଇଭାଉଜଙ୍କ ସହ ଆଚାର୍ଯ୍ୟନଗରରେ ଏକ ଭଡ଼ା ଘରେ ରହୁଥିଲେ। ଗତକାଲି ଘରେ କେହି ନଥିବା ବେଳେ ସେ ବେକରେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ଭଦ୍ରକ ଟାଉନଥାନା ପୁଲିସ୍ ମାଜିଷ୍ଟେଟଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ତେବେ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି।



from Odisha Reporter https://ift.tt/2HrCFna

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages