୩୦ ମାର୍ଚ୍ଚ, ସୋମବାର: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 29, 2020

୩୦ ମାର୍ଚ୍ଚ, ସୋମବାର: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ। ଖର୍ଚ୍ଚ ବଢ଼ିବ।

ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଘର ପାଇଁ ଜିନିଷ କିଣି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳାମନ ବିଚଳିତ ରହିବ। ଭାଗ୍ୟ ବୃଦ୍ଧି ହେବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବିଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ଧନୁ:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କାଉକୁ ଖାଇବାକୁ ଦିଅନ୍ତୁ।

ମକର: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।ମାନ-ସମ୍ମାନ ମିଳିବ। ମା’ଙ୍କ ସହଯୋଗ ମିଳିବ।

 

 

 



from Odisha Reporter https://ift.tt/2UsRHjV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages