ବାଣୀ ବିହାର ହଷ୍ଟେଲ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 16, 2020

ବାଣୀ ବିହାର ହଷ୍ଟେଲ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/3aSUqZ4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages