୩ ମାର୍ଚ୍ଚ, ମଙ୍ଗଳବାର: ଋଣ ଦିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 2, 2020

୩ ମାର୍ଚ୍ଚ, ମଙ୍ଗଳବାର: ଋଣ ଦିଅନ୍ତୁ ନାହିଁ

ମେଷ: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ଅଳସୁଆ ଅନୁଭବ କରିବେ।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

ବିଚ୍ଛା: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଧନୁ:  ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।  



from Odisha Reporter https://ift.tt/2wp9BKu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages