୩୧ ମାର୍ଚ୍ଚ, ମଙ୍ଗଳବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 30, 2020

୩୧ ମାର୍ଚ୍ଚ, ମଙ୍ଗଳବାର: ମନ ବିଚଳିତ ରହିବ

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ଶତ୍ରୁଙ୍କ ଠାରୁ ଦୂରେଇ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ।

କର୍କଟ:  ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମନ ବିଚଳିତ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତିନିଅନ୍ତୁ ନାହିଁ।

ସିଂହ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଇଶ୍ୱରଙ୍କୁ ଆରଧନା କରନ୍ତୁ।

କନ୍ୟା: ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ମାନ-ସମ୍ମାନ ମିଳିବ।

ତୁଳା: ଅଧିକ ପରିଶ୍ରମ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଅଳସୁଆ ଅନୁଭବ କରିପାରନ୍ତି।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ଜୀବନ ସାଥୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ଦିନଟି ଭଲରେ କଟିବ। ଋଣ ଦିଅନ୍ତୁ ନାହିଁ। କାଉଙ୍କୁ ଖାଇବାକୁ ଦିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଘର ପାଇ  ଜିନିଷ କିଣି ପାରନ୍ତି।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି।



from Odisha Reporter https://ift.tt/3bGJSNk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages