କେବେ ଖାଇଛନ୍ତି ‘ସୁଜି ଆପେ’ ? - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 1, 2020

କେବେ ଖାଇଛନ୍ତି ‘ସୁଜି ଆପେ’ ?

ଆବଶ୍ୟକ ସାମଗ୍ରୀ: ସୁଜି, ଦହି, ସୋରିଷ-ଜୀରା ବଟା, କଟା ପିଆଜ, କଞ୍ଚାଲଙ୍କା ବଟା, ଭୁର୍ସୁଙ୍ଗ ପତ୍ର, କଟା ଟମାଟୋ, ଲୁଣ, ଖାଇବା ସୋଢ଼ା ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ କଡ଼େଇରେ ତେଲ ଗରମ କରି ସେଥିରେ ସୋରିଷ-ଜୀରା ବଟା, କଟା ପିଆଜ, କଞ୍ଚାଲଙ୍କା ବଟା, ଭୁର୍ସୁଙ୍ଗ ପତ୍ର ଓ କଟା ଟମାଟୋ ପକାଇ ଭାଜି ରଖନ୍ତୁ। ଏବେ ଆଉ ଏକ ପାତ୍ରରେ ଦହି ଓ ପାଣି ମିଶାଇ ସେଥିରେ ସୁଜି ପକାଇ ଭଲଭାବେ ଗୋଳାନ୍ତୁ। ଏହାପରେ ଦହି ଓ ସୁଜି ମିଶ୍ରଣରେ ଭଜା ମସଲା, ଲୁଣ ଓ ଖାଇବା ସୋଢ଼ା ପକାଇ ଭଲଭାବେ ଗୋଳାଇ ଦିଅନ୍ତୁ।

ଏବେ ଏକ ଛାଞ୍ଚରେ ତେଲ ମାରି ମସଲାଗୋଳା ସୁଜିକୁ ରଖି ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ୫ ମିନିଟ୍‌ ପରେ ଘୋଡ଼ଣୀ ବାହାର କରି ତାକୁ ଲେଉଟାଇ ଦେଇ ପୁଣି ଘୋଡ଼ଣୀ ଘୋଡ଼ଇ ଦିଅନ୍ତୁ। ଦୁଇ ମିନିଟ୍‌ ପରେ ପ୍ରସ୍ତୁତ ହୋଇଯିବ ସ୍ୱାଦିଷ୍ଟ ‘ସୁଜି ଆପେ’।



from Odisha Reporter https://ift.tt/3cnEPlW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages