ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୮ଟା ୧୫ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଗଜପତି ଓ ଗଞ୍ଜାମ।
from Odisha Reporter https://ift.tt/2IjYYf0
No comments:
Post a Comment