ମାର୍ଚ୍ଚ ୬,ଶୁକ୍ରବାର: ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 5, 2020

ମାର୍ଚ୍ଚ ୬,ଶୁକ୍ରବାର: ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ

ମେଷ: ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଖର୍ଚ୍ଚ ବଢ଼ିବ।

ବୃଷ:  ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କ ମନ ଜିତିବେ। ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ।

ମିଥୁନ: ଅଳସୁଆ ଅନୁଭବ କରିବେ। ଘରକୁ ଅତିଥି ଆସି ପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ।

କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଯାତ୍ରା କରିପାରନ୍ତି। ନୂଆ ପୋଷାକ କିଣିପାରନ୍ତି। ଆଜି ଯେକୌଣସି କାର୍ଯ୍ୟ କଲେ ସଫଳ ହେବ।

ସିଂହ: ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

କନ୍ୟା: ଦିନଟି ଭଲରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସୁସ୍ଥ ରହିବେ।

ତୁଳା:   ଦ୍ୱନ୍ଦ୍ୱ ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:  ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଭାଗ୍ୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ଧନୁ: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ଅଯଥା ଖର୍ଚ୍ଚଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମକର: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter https://ift.tt/2TrqL3l

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages