ଘଡ଼ଘଡ଼ି ମାରିବ, ବର୍ଷା ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 7, 2020

ଘଡ଼ଘଡ଼ି ମାରିବ, ବର୍ଷା ହେବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ମାରିବା ସହିତ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଅପରାହ୍ଣ ୧ଟା ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏଥିସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ମଧ୍ୟ ପବନ ବହିବା ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ଆଜି ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।



from Odisha Reporter https://ift.tt/2QcruDJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages