ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 7, 2020

ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ଟା ୩୦ ଯାଏ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।



from Odisha Reporter https://ift.tt/2xkBPXw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages