ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ପଡ଼ିଲା ଯବନିକା। ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ। ଏ ଘଟଣାର ୪ ଦୋଷୀ ଅକ୍ଷୟ ଠାକୁର, ପୱନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ଆଜି ସକାଳ ଠିକ୍ ସାଢ଼େ ୫ଟାରେ ଦିଲ୍ଲୀର ତିହାର ଜେଲ୍ରେ ଫାଶୀ ଦିଆଯାଇଛି। ପ୍ରଥମ ଥର ପାଇଁ ଏହି ଚାରି ଜଣଙ୍କୁ ଏକ ସଙ୍ଗେ ଫାଶୀ ଦିଆଯାଇଛି।
from Odisha Reporter https://ift.tt/2wdu2e0
No comments:
Post a Comment