୪ ମାର୍ଚ୍ଚ,ବୁଧବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 3, 2020

୪ ମାର୍ଚ୍ଚ,ବୁଧବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ:  ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।  ଅସୁସ୍ଥ ଅନୁଭବ କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ଧନୁ:  ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:  ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।



from Odisha Reporter https://ift.tt/2vsIRch

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages