ଦୁବାଇରୁ ଫେରନ୍ତା ଯୁବକଙ୍କ ଡାକ୍ତରୀ ପରୀକ୍ଷା ଦାବିରେ ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 20, 2020

ଦୁବାଇରୁ ଫେରନ୍ତା ଯୁବକଙ୍କ ଡାକ୍ତରୀ ପରୀକ୍ଷା ଦାବିରେ ଉତ୍ତେଜନା

କେନ୍ଦୁଝର(ପ୍ରଣୟ ପାଣି): ଦୁବାଇ ଫେରନ୍ତା ଯୁବକଙ୍କୁ ନେଇ କେନ୍ଦୁଝର ଟାଉନ ଥାନା ଗମ୍ଭାରିଆ ଗାଁରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଜଣେ ବ୍ୟକ୍ତିଙ୍କ ଜ୍ୱାଇଁ ଦୁବାଇରୁ ଫେରି ୪ ଦିନ ହେବ ଶ୍ୱଶୁର ଘରେ ଥିଲେ। ଗତକାଲି ଘଟଣା ଜଣାପଡିବା ପରେ ଯୁବକଙ୍କ ଡାକ୍ତରୀ ପରୀକ୍ଷା କରିବାକୁ ଗାଁ ଲୋକେ ଅଡ଼ି ବସିଛନ୍ତି।

ଲୋକଙ୍କ ଜିଦ୍ ପରେ ସମ୍ପୃକ୍ତ ଯୁବକଙ୍କୁ ଏକ ଘରେ ଆଇସୋଲେସନ୍‌ରେ ରଖାଯାଇଛି। ଆଜି ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କ ପରୀକ୍ଷା କରିବ ବୋଲି ସୂଚନା ମିଳିଛି। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ତେବେ ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି।



from Odisha Reporter https://ift.tt/3a6Vh8w

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages