ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 5, 2020

ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଭାଗରେ ଥିବା ଆସନରୁ ୪ଟି ଖାଲି ପଡୁଛି। ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପରେ ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ ।

୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ କରିବାକୁ କିଛି ଦିନ ତଳେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ସଂଖ୍ୟା ଦୃଷ୍ଟିରୁ ବିଜେଡି ଖାତାକୁ ୩ଟି ରାଜ୍ୟସଭା ଆସନ ଯିବା ନିଶ୍ଚିତ। ଚତୁର୍ଥ ଆସନ ପାଇଁ ଟଣାଓଟରା ଲାଗି ରହିଛି। ବିଜେଡି-ବିଜେପି ସହମତିରେ ପ୍ରାର୍ଥୀ ଦେବେ ନା ବିଜେଡି ଏହି ଆସନ ଏକାକୀ ହାସଲ କରିବାକୁ ଚାହିଁବ,ତାକୁ ନେଇ ନାନା ଚର୍ଚ୍ଚା ଲାଗି ରହିଛି।



from Odisha Reporter https://ift.tt/2vHKz9D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages