ଆଜି ରାଜ ରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 8, 2020

ଆଜି ରାଜ ରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଦୋଳ ଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ସୁନାବେଶ ଓ ରାଜ ରାଜେଶ୍ୱର ବେଶରେ ଶ୍ରଦ୍ଧାଳଙ୍କୁ ଦର୍ଶନ ଦେବେ। ଫାଲଗୁନ ଶୁକ୍ଳ ଦଶମୀରୁ ପ୍ରତିପଦା ପର୍ଯ୍ୟନ୍ତ ଦୋଳ ଉତ୍ସବ ପାଳନ ହୋଇଥାଏ।  ଦୋଳ ଉତ୍ସବରେ ମହାପ୍ରଭୁ ଫଗୁ ଓ ଅବିର ଖେଳିବେ।

ଶ୍ରୀମନ୍ଦିରରେ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ମଣି ବିମାନରେ ବିରାଜମାନ ହୋଇ ଶ୍ରୀମନ୍ଦିର ବେଢ଼ା ୭ ଥର ପରିକ୍ରମା କରିବେ। ଦୋଳବେଦୀ ତଳେ ଓ ଉପରେ ସାତଘେରା ବୁଲିବା ପରେ ଦୋଳରେ ବସି ଝୁଲିବେ। ପରେ ମହାପ୍ରଭୁଙ୍କ ଅନ୍ୟ ନୀତିକାନ୍ତି ସଂପନ୍ନ ହେବ।



from Odisha Reporter https://ift.tt/2VVXCz2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages