ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 14, 2020

ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।  ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ଟା ୩୦ଯାଏ ସତର୍କ ରହିବାକୁ ୭ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।



from Odisha Reporter https://ift.tt/39NsBRQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages