ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର।
from Odisha Reporter https://ift.tt/2WyhXuE
No comments:
Post a Comment