ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 16, 2020

ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାକୁ ଆଦୌ ବ୍ୟାପିବାକୁ ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ବେଳେ ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପ-ନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି।

ମାର୍ଚ୍ଚ ୨୪ ତାରିଖରେ ଏହି ଉପନିର୍ବାଚନ ହୋଇଥା’ନ୍ତ। ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ, ୬ ସରପଞ୍ଚ, ୮ ସମିତି ସଭ୍ୟ ଓ ୮୪ଟି ୱାର୍ଡ ସଭ୍ୟ ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହୋଇଥା’ନ୍ତା। ତେବେ ଏହି ଉପନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।



from Odisha Reporter https://ift.tt/2U7UQ77

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages